ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ୮୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଦିଲ୍ଲୀ ଆର୍ମୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ଜୀବନରକ୍ଷା ପ୍ରଣାଳୀ ( Ventilator )ରେ ରଖା ଯାଇଥିଲା। ପ୍ରଣବ ମୁଖାର୍ଜୀଙ୍କ ପୁଅ ପୂର୍ବତନ ରାଷ୍ଟ୍ରପତିଙ୍କ ମୃତ୍ୟୁ ସମ୍ପର୍କରେ ଟ୍ଵିଟକରି ସୂଚନା ଦେଇଛନ୍ତି।
With a Heavy Heart , this is to inform you that my father Shri #PranabMukherjee has just passed away inspite of the best efforts of Doctors of RR Hospital & prayers ,duas & prarthanas from people throughout India !
— Abhijit Mukherjee (@ABHIJIT_LS) August 31, 2020
I thank all of You 🙏
