ରାଜ୍ୟରେ ରେକର୍ଡ ସଂଖ୍ୟକ ୧୩୨୦ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଜି ୧୩୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୮୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୩୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୪ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୫୬୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୪୭…
