12th Exam 2021 cancelled: CBSE ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ
ନୂଆଦିଲ୍ଲୀ: ଦେଶରେ କୋଭିଡର ଦ୍ୱିତୀୟ ଲହର (Covid Second Wave) ଆସିବା ପରେ ଭୟଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ଏହି ସମୟରେ, କୋଭିଡକୁ ଏଡାଇବା ପାଇଁ ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ (CBSE 12th Exam 2021 cancelled) କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ କରାଯାଇଛି। ଏହି ବୈଠକରେ ଅନେକ ରାଜ୍ୟ ପରୀକ୍ଷା ନକରିବାକୁ ଦାବି କରିଥିଲେ, ଏହା…
