Odisha Weather Report: ରାଜ୍ୟରେ ବଢୁଛି ତାପମାତ୍ରା, ସାଧାରଣ ଜୀବନଯାତ୍ରା ବ୍ୟାହତ; ଆଗକୁ ଆହୁରି ବଢିବ
ଭୁବନେଶ୍ଵର: ରାଜ୍ୟରେ ଗତ କିଛି ଦିନ ହେବ ଅସ୍ୱାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇଥିବାରୁ ସ୍ଥଳ ବିଶେଷରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିବା ପରିଲକ୍ଷିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦିନ ତାପମାତ୍ରା ଆଗକୁ ଆହୁରି…
