ସରକାରୀ ସ୍କୁଲ ଶିକ୍ଷକଙ୍କୁ କଡ଼ା ନିର୍ଦ୍ଦେଶ, ବାହାରେ ନବୁଲି ସ୍କୁଲର ଦାୟିତ୍ୱ ନିଅ
ଭୁବନେଶ୍ଵର (ମହିମା ଲାଇଭ ବ୍ୟୁରୋ): କରୋନା (Covid-19) ସଂକ୍ରମଣ ବ୍ୟାପୁଥିବା କାଳରେ ଦୀର୍ଘ ୬ ମାସରୁ ଊର୍ଦ୍ଧ୍ୱ ସମୟ ଧରି ରାଜ୍ୟର ବିଦ୍ୟାଳୟ ସବୁ ବନ୍ଦ ରହିଛି। ବର୍ତ୍ତମାନ ରାଜ୍ୟରେ ଲକଡାଉନ ଏବଂ ସଟଡାଉନ ଖୋଲିଗଲାଣି। ଅନଲାଇନ ପାଠ ପଢାରେ ସବୁ ଛାତ୍ରଛାତ୍ରୀ ସଫଳ ହୋଇପାରି ନାହାନ୍ତି। ସରକାର ବର୍ତ୍ତମାନ ସ୍କୁଲ ଖୋଲିବା ପାଇଁ ଚିନ୍ତାକଲେଣି। କିଛି ଶିକ୍ଷକ ନିଜ ସ୍କୁଲ ଛାଡି ଅନ୍ୟ ଜିଲ୍ଲାରେ ରହୁଛନ୍ତି। Also Read |School Reopens : ଅକ୍ଟୋବର…
