Assembly News: ଖଣି ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ବିରୋଧୀ ଓ ଶାସକ ସଦସ୍ୟଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ
ଭୁବନେଶ୍ଵର: ବିଧାନସଭା (Assembly) ରେ ଖଣି ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ବିରୋଧୀ ଓ ଶାସକ ସଦସ୍ୟଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ହୋଇଛି। ଖଣି ଲିଜ୍ ପ୍ରଦାନ ଓ ନବୀକରଣରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ବିରୋଧୀ ଦଳ ଅଭିଯୋଗ ଆଣିଥିବାବେଳେ କେନ୍ଦ୍ର ଓ ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଏହା ହୋଇଥିବା ଶାସକ ଦଳ ଦର୍ଶାଇଛି। ଆଜି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ (Pradipta Nayak) ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ଖଣି…
