CHSE +2 Exam Cancelled: ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: କୋଭିଡ (Covid-19) ର ସଙ୍କଟ ସ୍ଥିତିରେ ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସ୍ଵାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ଵାଦଶ ଶ୍ରେଣୀ ପରୀକ୍ଷା (+2 Annual Examination) ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍ ଘୋଷଣା…
