School Reopens: ନଭେମ୍ବରରେ ଆଉ ଖୋଲିବନି ସ୍କୁଲ
ଭୁବନେଶ୍ଵର (ମହିମା ଲାଇଭ): ଡିସେମ୍ବରରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆସିବାର ଆଶଙ୍କା ରହିଥିବାରୁ, ନଭେମ୍ବରରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ବର୍ତ୍ତମାନ ସ୍ଥଗିତ କରାଯାଇଛି। ସ୍କୁଲ ଖୋଲିବା ନିଷ୍ପତ୍ତି ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ନଭେମ୍ବରରେ ସ୍କୁଲ ଖୋଲିବା ନିମନ୍ତେ ପୂର୍ବରୁ ନିଷ୍ପତ୍ତି ନିଆଯାଇଥିବା ସତ୍ତ୍ୱେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଥିରେ ପରିବର୍ତ୍ତନ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗର ପରବର୍ତ୍ତୀ କୋଭିଡ ଗାଇଡଲାଇନ୍କୁ ଅପେକ୍ଷା କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବର ମାସ…
