FIH Odisha Hockey Mens World Cup 2023: ହକି ବିଶ୍ୱକପ୍ ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଟିକେଟ ବିକ୍ରି ଆରମ୍ଭ
ରାଉରକେଲା: FIH Odisha Hockey Mens World Cup 2023: ବିଶ୍ୱକପ ହକି-୨୦୨୩ ଆଉ ମାତ୍ର କେତେଟା ଦିନ ରହିଲା। ଏଥି ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଛି। ଆଜି ଏକ ସ୍ୱତନ୍ତ୍ର ବିମାନ ଯୋଗେ ମୁଖ୍ୟ ଶାସନ ସଚିବ, ଫାଇଭ୍- ଟି ସଚିବ ଭି.କେ. ପାଣ୍ଡିଆନ୍ ଓ କ୍ରୀଡ଼ା ସଚିବ ଆର. ଭିନିଲ୍ କ୍ରିଷ୍ଣା ରାଉରକେଲାରେ ପହଂଚି ବିଶ୍ୱକପ୍ ହକି ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହା କହିଛନ୍ତି। ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ…
