ଅନୁଗୋଳ ରେ ଆଜି ୧୩ ଜଣ କରୋନା ପଜିଟିଭ ଚିହ୍ନଟ,କେବଳ ଗୋଟେ ଗାଁରୁ ୧୧ ଜଣ
ଅନୁଗୋଳ: ଜିଲ୍ଲାରୁ ଆଜି ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୧୩ ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫ରେ ପହଞ୍ଚିଛି। ଏହି ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ସର୍ବାଧିକ ୧୧ ଜଣ ଓ ତାଳଚେର ବ୍ଲକ୍ ଅଞ୍ଚଳରୁ ୨ ଜଣ ଆଜି ଚିହ୍ନଟ ହୋଇଛନ୍ତି। ବଅଁରପାଳ ବ୍ଳକ୍ ଅଞ୍ଚଳର ଗୋଟିଏ ଗ୍ରାମରୁ କେବଳ ୧୧ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ପୁରୁଷ ଓ ୪ ଜଣ ମହିଳା ଅଟନ୍ତି। ୭ ଜଣ…
