ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ସୁସ୍ଥ ହେଲେ କରୋନା ଆକ୍ରାନ୍ତ
ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୮୦୮ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୫ ହଜାର ୨୦୦ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୫୩୦ ଜଣ,ରାୟଗଡ଼ା ରୁ ୬୧ଜଣ , ଖୋର୍ଦ୍ଧା ରୁ ୧୯ ଜଣ, ବାଲେଶ୍ଵର ୧୯ଜଣ, ଗଜପତି ଜିଲ୍ଲାରୁ…
