ରାଜ୍ୟରେ ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୨ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୨୮ ଜଣ , କେଉଁଝର ଓ…
