Home » ପାଣିପାଗ » Page 10
Weather Report of Odisha

Odisha Weather Report: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ

ଭୁବନେଶ୍ଵର: ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା (Odisha) ର କେତେକ ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଜିଲ୍ଲାଗୁଡିକ ମଧ୍ୟରେ ଜଗତସିଂହପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା,ନୟାଗଡ ଏବଂ କଟକର କେତେକ ଅଞ୍ଚଳରେ ଘଡଘଡି ସହ ବର୍ଷାପବନ ହୋଇପାରେ। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ଟି ଜିଲାକୁ ଏଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ବଲାଙ୍ଗୀରଠାରେ ଦିନର ସର୍ବୋଚ୍ଚ ତାପମାତ୍ରା…

Read More
Weather Report of Odisha

Weather Report: ରାଜ୍ୟର ବୌଦ୍ଧ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କ୍ରମଶଃ ବୃଦ୍ଧିପାଉଛି। କେତେକ ସହରର ଦିନ ତାପମାତ୍ରାରେ ୧ରୁ ୨ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଛି। ଗତକାଲି ସର୍ବୋଚ୍ଚ ଦିନ ତାପମାତ୍ରା ୪୧ଡିଗ୍ରୀ ସେଲସିୟସ ବୌଦ୍ଧ (Baudha) ଠାରେ ରେକର୍ଡ କରାଯାଇଛି। ରାଜ୍ୟର ଦ୍ୱିତୀୟ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱରରେ ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଅନ୍ୟ ୯ଟି ସହରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସରୁ ଉପରେ ରହିଛି।  ଆଉ ୨ରୁ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ…

Read More
Weather Report of Odisha

Odisha Weather Report: ରାଜ୍ୟରେ ତାପମାତ୍ରା ବୃଦ୍ଧି, ୨ ସହରରେ ୪୦ ଡିଗ୍ରୀ ଉପରେ

ଭୁବନେଶ୍ଵର: ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ପାଇଛି। ଗତକାଲି ସର୍ବୋଚ୍ଚ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‍ ବାରିପଦା (Baripada) ଏବଂ ଭୁବନେଶ୍ୱର (Bhubaneswar) ଠାରେ ରେକର୍ଡ କରାଯାଇଛି। ସେହିପରି ଅନ୍ୟ ୫ଟି ସହରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‍ରୁ ଊର୍ଦ୍ଧ୍ୱରେ ରେକର୍ଡ କରାଯାଇଛି। ଅନୁଗୁଳରେ ୩୯.୭ ଏବଂ କଟକରେ ୩୯.୬ ଡିଗ୍ରୀ ସେଲସିୟସ୍‍ ଦିନ ତାପମାତ୍ରା ରେକର୍ଡ ହୋଇଛି। ଅନ୍ୟ ସହର ଗୁଡ଼ିକର ତାପମାତ୍ରା ୩୪ ଡିଗ୍ରୀ କିମ୍ବା ତାଠୁ ଊର୍ଦ୍ଧ୍ୱରେ ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ…

Read More
Weather Report of Odisha

Odisha Weather Report:୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ରାଜ୍ୟର କେତେକ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀ ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର (Bhubaneswar) ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ସ୍ୱତନ୍ତ୍ର ରିଲିଫ୍‍ କମିଶନର ରାଜ୍ୟର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡ଼ା, ବଲାଙ୍ଗୀର,…

Read More
Weather Report of Odisha

Odisha Weather Report: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି, ୮ ଜିଲ୍ଲାରେ କୁହୁଡି

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ତେବେ ଆସନ୍ତା ୩ ଦିନ ଧରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ଅପେକ୍ଷା ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର (Bhubaneswar) ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପ୍ରାୟ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ରାଜ୍ୟ ରାଜଧାନୀ ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯.୩ ଡିଗ୍ରୀ ରେକର୍ଡ କରାଯାଇଛି। ବଲାଙ୍ଗୀରରେ ୩୮.୭ ଡିଗ୍ରି,ସେହିପରି ନୟାଗଡ଼, ମାଲକାନଗିରି, ଟିଟିଲାଗଡ଼ ଓ…

Read More
Weather Report of Odisha

Odisha Weather Report:୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାରେ ସମ୍ଭାବନା

ଭୁବନେଶ୍ଵର: ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାରେ ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‍ସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୧ଟି ଜିଲ୍ଲାରେ କାଳବୈଶଖୀ ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ଥିତି ଉପରେ…

Read More
Weather Report of Odisha

Odisha Weather Report: ପୁଣି ଅନୁଗୁଳ ରାଜ୍ୟରେ ଉତ୍ତପ୍ତ ସହର

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏହା ସହିତ କେତେକ ସ୍ଥାନରେ ଘନକୁହୁଡ଼ି ଅନୁଭୂତ ହୋଇଛି। ଅନ୍ୟପକ୍ଷରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୮.୭ ଡିଗ୍ରୀ ସେଲସିୟସ୍‍ ଅନୁଗୁଳ (Angul) ଠାରେ ରେକର୍ଡ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପାଗ ଶୁଖିଲା ରହିବା ସହ ୯ଟି ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି। Also Read | Covid19 New Guidelines: ମଲ୍‍,ରେସ୍ତୋରା ଓ ଧର୍ମସ୍ଥଳଗୁଡ଼ିକ ପାଇଁ ନୂଆ…

Read More
Weather Report of Odisha

Odisha weather Report: ଆସନ୍ତା ୫ ଦିନ ମଧ୍ୟରେ ବଢିବ ୪ ଡିଗ୍ରୀ ତାପମାତ୍ରା

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ୯ଟି ସହରର ତାପମାତ୍ରା ୩୮ଡିଗ୍ରୀ ସେଲସିୟସ ଉପରେ ରହିଥିବା ସୂଚନା ମିଳିଛି। ଆସନ୍ତା ଦୁଇଦିନ ଧରି ଉତ୍ତର ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁହୁଡି ଦୃଶ୍ୟମାନ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ଵର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୫ ଦିନ ଯାଏଁ ଦିନର ତାପମାତ୍ରା ସ୍ୱାଭାବିକଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧିପାଇବାର ସମ୍ଭାବନା ରହିଛି। ଗତକାଲି ୪୦.୪ ଡିଗ୍ରୀ ସେଲ୍‍ସିୟସ୍‍…

Read More
Weather Report of Odisha

Odisha Weather Report: ତିନି ଜିଲ୍ଲାରେ ୩୮.୫ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ଵର: ରାଜ୍ୟରେ ଗତ କିଛିଦିନ ହେବ ତାପମାତ୍ରା (Temperature) ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ମାଲକାନଗିରି ଏବଂ ରାୟଗଡ଼ାଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀଠାରେ ରାତି ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି। ଭୁବନେଶ୍ଵର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ…

Read More
Weather Report of Odisha

Weather Report Odisha: ପୁଣି ଅନଗୁଳ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ଵର: ରାଜ୍ୟରେ ଅହେତୁକ ଭାବରେ ତାପମାତ୍ରା ବୃଦ୍ଧିପାଇବାରେ ଲାଗିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା  ସୂଚନା ଅନୁଯାୟୀ ଆଜି ରାଜ୍ୟର ୪ ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୮ ଡ୍ରିଗୀ ଉପରେ ରହିଥିବା ଜଣାପଡିଛି। ଆଜି ୩୮ ଦଶମିକ ୭ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ସହ ଅନୁଗୁଳ (Angul) ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ରୂପେ  ଚିହ୍ନଟ ହୋଇଛି। ସେହିପରି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୮.୬ ଡିଗ୍ରୀ, କଟକର ୩୮.୨ ଡିଗ୍ରୀ ଏବଂ…

Read More
Weather Report of Odisha

Odisha Weather Report: ରାଜ୍ୟରେ ବଢୁଛି ତାପମାତ୍ରା, ସାଧାରଣ ଜୀବନଯାତ୍ରା ବ୍ୟାହତ; ଆଗକୁ ଆହୁରି ବଢିବ

ଭୁବନେଶ୍ଵର: ରାଜ୍ୟରେ ଗତ କିଛି ଦିନ ହେବ ଅସ୍ୱାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇଥିବାରୁ ସ୍ଥଳ ବିଶେଷରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିବା ପରିଲକ୍ଷିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦିନ ତାପମାତ୍ରା ଆଗକୁ ଆହୁରି…

Read More