mtimes odia
Home » ପାଣିପାଗ » Page 15
Weather Report of Odisha

Weather Report: ଆଗାମୀ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରବାହରେ ରାଜ୍ୟରେ ଗତକାଲିଠାରୁ ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, କଟକ, ଭଦ୍ରକ,ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ,…

Read More
Weather Report of Odisha

Weather Report: ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। Also Read : Lock Down: ରାଜ୍ୟ…

Read More
Weather Report of Odisha

Weather Report: ଓଡ଼ିଶାରେ ପ୍ରବଳ ବର୍ଷା ହେବ,ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆଜି ପ୍ରାୟ ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ବଜ୍ରପାତ ଓ ବର୍ଷାସମ୍ଭାବନାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…

Read More
Weather Report of Odisha

Weather Report: ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି, ଆସନ୍ତା ୩ ଦିନ ବର୍ଷା

ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାରସମ୍ଭାବନା ରହିଛି। ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ,ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,ନୟାଗଡ, ରାୟଗଡା, କନ୍ଧମାଳ, କେନ୍ଦୁଝର,…

Read More
Weather Report of Odisha

Weather Report: ଓଡ଼ିଶାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ଵର: Weather Report ଆସନ୍ତା ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ,ରାୟଗଡା ଓ ଗଜପତି ଜିଲ୍ଲାରୁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Read More