Weather Report Odisha: ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଜାରି, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ବଡଖବର: ଋଷିକୁଲ୍ୟା, ଇନ୍ଦ୍ରାବତୀ, ବୁଢ଼ାବଳଙ୍ଗ , ନାଗାବଳୀ ଓ ବଂଶଧାରା ନଦୀରେ ବଢୁଛି ଜଳସ୍ତର। ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଢେଙ୍କାନାଳ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି। ଭୁବନେଶ୍ୱର: Weather Report Odisha heavy rains all over Odisha ଗୋଟିଏ ଲଘୁଚାପ ବର୍ଷା କମି ନଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ…
