ଶ୍ୱାନ ପାଳିବାକୁ ଚାହିଁଲେ ଦେଶୀ ପ୍ରଜାତି ବାଛିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ମନ୍‌କୀ ବାତ୍‌ କାର୍ଯ୍ୟକ୍ରମରେ ଭାରତୀୟ ସେନାର ଦୁଇଟି କୁକୁର ସୋଫି ଓ ବିଦା କଥା କହିଛନ୍ତି। ଏହି ଦୁଇ କୁକୁର ସେମାନଙ୍କ କର୍ତ୍ତବ୍ୟ ନିଷ୍ଠା ପାଇଁ ‘ସ୍ଥଳସେନାଧ୍ୟକ୍ଷ ପ୍ରଶଂସାପତ୍ର’ ପାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପ୍ରତିରକ୍ଷା ବାହିନୀ ଓ ନିରାପତ୍ତା ବାହିନୀରେ ଏଭଳି ଅନେକ ସାହସୀ ଶ୍ୱାନ ଅଛନ୍ତି। ଏସବୁ କୁକୁର ଅନେକ ବୋମା ବିସ୍ଫୋରଣ ଓ ଆତଙ୍କବାଦୀ ଷଡଯନ୍ତ୍ରକୁ ଭଣ୍ଡୁର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଲୁଚାଇ ରଖାଯାଇଥିବା ବିସ୍ଫୋରକ … Continue reading ଶ୍ୱାନ ପାଳିବାକୁ ଚାହିଁଲେ ଦେଶୀ ପ୍ରଜାତି ବାଛିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ