ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ:ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କିଛି ମହିଳା ଓ ପୁରୁଷ ଏପରି କରିଦେଖାଇଲେ

ଭୁବନେଶ୍ୱର:କରୋନା ମହାମାରୀ ସଂକ୍ରମଣ ଓ ଏଥିପାଇଁ ଜାରି ହୋଇଥିବା ଲକଡାଉନ ଅନେକ ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ମାତ୍ର ଏଥିରେ ବିଚଳିତ ନହୋଇ ଆହ୍ୱାନକୁ ଅବସରରେ ପରିଣତ କରିବା ଲାଗି ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏପରି ବିପତି କାଳରେ ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି ସେ ସଂକଳ୍ପ ନେଇଛନ୍ତି। ତାଙ୍କର ଏହି ଆହ୍ୱାନର ପ୍ରତିଫଳନ ଦେଶର ବିଭିନ୍ନ ପ୍ରାନ୍ତରେ ଧୀରେ ଧୀରେ ଦେଖିବାକୁ ମିଳିଲାଣି। ଯାହାର ପ୍ରକୃଷ୍ଟ ଉଦାହରଣ ସାଜିଛନ୍ତି ନବରଙ୍ଗପୁର … Continue reading ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ:ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କିଛି ମହିଳା ଓ ପୁରୁଷ ଏପରି କରିଦେଖାଇଲେ