ଭାରତର ମହାକାଶ ଗବେଷଣାରେ ଓଡ଼ିଶାର ପ୍ରମୁଖ ଭୂମିକା:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି। ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ … Continue reading ଭାରତର ମହାକାଶ ଗବେଷଣାରେ ଓଡ଼ିଶାର ପ୍ରମୁଖ ଭୂମିକା:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ