ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ,ଆଜି ଚିହ୍ନଟ ହେଲେ୧୬୦୨ କରୋନା ପଜିଟିଭ,
ଭୁବନେଶ୍ଵର : ରାଜ୍ୟରେ ଆଜି ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୯୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୦୯ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୩୦୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୨୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ…
