ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ସଙ୍ଗୀତ ଏବଂ ଗୀତିକାରଙ୍କୁ ସମ୍ମାନ-ଧର୍ମେନ୍ଦ୍ର ପ୍ରଧାନ

ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ଏହି ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ସାଧୁ ଉଦ୍ୟମ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଲୋକଗୀତ ରଙ୍ଗବତୀ ଓଡ଼ିଶାରୁ ବାହାରି ସମଗ୍ର ବିଶ୍ୱରେ ରାଜ୍ୟ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ତିଆରି କରିପାରିଥିଲା। ଏହି ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ … Continue reading ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ସଙ୍ଗୀତ ଏବଂ ଗୀତିକାରଙ୍କୁ ସମ୍ମାନ-ଧର୍ମେନ୍ଦ୍ର ପ୍ରଧାନ