ଜାତୀୟ ରାଜପଥ ଟୋଲ ଫି ପ୍ଲାଜାରେ ୨୪ ଘଣ୍ଟାମଧ୍ୟରେ ଫେରିଲେ ରିହାତି ମିଳିବ, ଫାଷ୍ଟଟ୍ୟାଗ୍ ବାଧ୍ୟତାମୂଳକ
ନୂଆଦିଲ୍ଲୀ : ଦେଶର ଜାତୀୟ ରାଜପଥଗୁଡିକରେ ଥିବା ପଥକର ଆଦାୟ କେନ୍ଦ୍ର ବା ଟୋଲ ଫି ପ୍ଲାଜା ( Toll fee )ଗୁଡିକରେ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଗାଡି ଚାଳକମାନଙ୍କ ପାଇଁ ଫାଷ୍ଟଟ୍ୟାଗ୍ ( Fast Tag )ବ୍ୟବହାରକୁ ବାଧ୍ୟତାମୂଳକ କରିଛନ୍ତି। ଏହାଫଳରେ ଗାଡିଚାଳକମାନେ ଫେରନ୍ତା ଯାତ୍ରାରେ ରିହାତି ସମେତ ଅନ୍ୟ ସମସ୍ତ ପ୍ରକାର ସୁବିଧା ପାଇପାରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏ ସଂପର୍କରେ ପ୍ରକାଶିତ ଏକ ଗେଜେଟ ବିଜ୍ଞପ୍ତିରେ କୁହାଯାଇଛି … Continue reading ଜାତୀୟ ରାଜପଥ ଟୋଲ ଫି ପ୍ଲାଜାରେ ୨୪ ଘଣ୍ଟାମଧ୍ୟରେ ଫେରିଲେ ରିହାତି ମିଳିବ, ଫାଷ୍ଟଟ୍ୟାଗ୍ ବାଧ୍ୟତାମୂଳକ
Copy and paste this URL into your WordPress site to embed
Copy and paste this code into your site to embed