ଆଜି ଚିହ୍ନଟ ହେଲେ ୧୨୧୫ ପଜିଟିଭ
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪ ଲକ୍ଷ ୭୬ ହଜାର ୫୬୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨୮ ହଜାର ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭ ହଜାର ୩୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ହଜାର ୫୪୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୭୫୩…
