Weather Report of Odisha

Weather Report: ତିନିଦିନ ହେବ ପ୍ରବଳ ବର୍ଷା

ଭୁବନେଶ୍ଵର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହା ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟିହୋଇଥିବା ଲଘୁଚାପ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ରହିଛି। ଏହା ଅବପାତ ଏବଂ ପରେ ତୀବ୍ର ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହା ଆନ୍ଧ୍ର ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗି ରହିବ। ଫଳରେ ଆଜି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା,…

Read More
Weather Report of Odisha

Weather Report: ଆଜି ସୃଷ୍ଟି ହେଉଥିବା ଲଘୁଚାପ,୧୧ରେ ଓଡ଼ିଶା ଛୁଇଁବ

ଭୁବନେଶ୍ଵର: ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ମାଲକାନଗିରି,କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାଗୁଡିକୁ…

Read More