Weather Report of Odisha

Weather Report: ଆଜି ସୃଷ୍ଟି ହେଉଥିବା ଲଘୁଚାପ,୧୧ରେ ଓଡ଼ିଶା ଛୁଇଁବ

ଭୁବନେଶ୍ଵର: ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ମାଲକାନଗିରି,କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାଗୁଡିକୁ…

Read More
Weather Report of Odisha

Weather Report: ୯ରୁ ଲଘୁଚାପ, ପ୍ରବଳ ବର୍ଷା

ଭୁବନେଶ୍ଵର: ଆସନ୍ତା ଶୁକ୍ରବାର ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ…

Read More
Weather Report of Odisha

Weather Report: ଆଗାମୀ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରବାହରେ ରାଜ୍ୟରେ ଗତକାଲିଠାରୁ ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, କଟକ, ଭଦ୍ରକ,ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ,…

Read More
Weather Report of Odisha

Weather Report: ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି, ଆସନ୍ତା ୩ ଦିନ ବର୍ଷା

ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାରସମ୍ଭାବନା ରହିଛି। ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ,ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,ନୟାଗଡ, ରାୟଗଡା, କନ୍ଧମାଳ, କେନ୍ଦୁଝର,…

Read More