ରାଜ୍ୟ ରେ ଆଜି ୧୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ,ମୋଟ ସୁସ୍ଥ ହେଲେ ୨୫ ହଜାରରୁ ଅଧିକ
ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ୧୨୫୫ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା୨୫ ହଜାର ୭୩୭ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮୫, ଖୋର୍ଦ୍ଧାରୁ ୧୨୫ଜଣ, ସୁନ୍ଦରଗଡରୁ ୧୨୨ ଜଣ,ସମ୍ବଲପୁରରୁ୧୦୭ ଜଣ, ପୁରୀରୁ ୭୫ ଜଣ , ମୟୁରଭଞ୍ଜ ଜିଲ୍ଲାରୁ…
