Odisha Weather Report : ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା,୨୦ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Updates ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଏଥିସହିତ ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗତକାଲି ସୃଷ୍ଟ ଘୁର୍ଣ୍ଣିବଳୟ ଯୋଗୁଁ ଆସନ୍ତା ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରୁ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ଠାରୁ ରାଜ୍ୟର ବିଭିନ୍ନ…
