Angul News: ଅନୁଗୋଳ ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ, ୫ ଜଣକୁ କୋର୍ଟ ଚାଲାଣ
ବନ୍ତଳା (ମହିମା ଲାଇଭ ବ୍ୟୁରୋ): ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ପଥରଗଡ଼ ଗାଁରେ ମଦ ମୃତ୍ୟୁ ଘଟଣାରେ ୪ଜଣଙ୍କ ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ଜିଲ୍ଲାପାଳଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ଅବକାରୀ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ଅନୁଗୋଳରେ ମଦ ପିଇ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସମସ୍ତଙ୍କର ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।…
