Odisha Cyclone: ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : Odisha Weather News ଅକ୍ଟୋବର ଏବଂ ନଭେମ୍ବର ମାସରେ ଓଡ଼ିଶାକୁ ରହିଥାଏ ବାତ୍ୟା (Odisha Weather-Cyclone) ଭୟ। ଏଥର ମଧ୍ୟ ଏମିତି ଭୟ ଦେଖାଦେଇଛି। ଏହାକୁ ନେଇ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍ଆର ବିଶ୍ୱାସଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ଓଡ଼ିଶାର ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି, କିନ୍ତୁ ଆସନ୍ତା ୧୫…
