odisha_weather

Odisha Weather Report : ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୂବନେଶ୍ଵର: Odisha Weather Latest Report Updates ଆଜି ରାଜ୍ୟର ପ୍ରାୟ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ (Odisha and West Bengal) ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

Read More
odisha_weather

Odisha Weather Report : ପ୍ରବଳ ବର୍ଷାକୁ ନେଇ କେତେକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୂବନେଶ୍ଵର: Odisha Weather Latest Report Updates ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ପୁରୀ, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୮ ତାରିଖ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ…

Read More
rains_odisha1

Odisha Weather Report : ରାଜ୍ୟରେ ଅବପାତ ଦୁର୍ବଳ, କିନ୍ତୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ଵର: Odisha Weather Latest Report Updates ଓଡ଼ିଶାରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦୁର୍ବଳ ହୋଇପଡିଛି। କିନ୍ତୁ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ (Madhya Pradesh) ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଦୁର୍ବଳ ହୋଇ ଏହା ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୂଚନା ଅନୁସାରେ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ତ୍ତମାନ ମୌସୁମୀ (Monsoon) ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶସ୍ଥାନରେ…

Read More
odisha_weather

Odisha Weather Report Updates: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୂବନେଶ୍ଵର: Odisha Weather Latest Report Updates ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ତ୍ତନ ଠାରୁ ବାୟୁମଣ୍ଡଳର ୫.୮କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଗତ କାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା କାଲି ୯ ତାରିଖରୁ ବର୍ଷାର ପରିମାଣ…

Read More
odisha-rains

Odisha Weather Report Updates: ଆସନ୍ତା ୯ ତାରିଖ ମଧ୍ୟରେ ରାଜ୍ୟରେ ଲଘୁଚାପ, ହେବ ପ୍ରବଳ ବର୍ଷା

ଭୂବନେଶ୍ଵର: Odisha Weather Latest Report Updates ସାରା ରାଜ୍ୟରେ ଗୁଳୁଗୁଳି ଲାଗି ରହିଛି। ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ସେହିପରି ରାଜ୍ୟରେ ଆଜିଠାରୁ କିଛି ସ୍ଥାନରେ ବର୍ଷାର ପରିମାଣ ବଢିବା…

Read More
odisha temperature_mahimalive

Odisha Weather Report Updates: ଆସନ୍ତା ୨ଦିନ ରାଜ୍ୟରେ ପାଗ ଶୁଖିଲା ରହିବ

ଭୂବନେଶ୍ଵର: Odisha Weather Latest Report Updates ରାଜ୍ୟରେ ବର୍ତ୍ତମାନ ତାପମାତ୍ରା ବୃଦ୍ଧି ପାଇବା ସହ ଗୁଳୁଗୁଳି ଅନୁଭୂତ ହେଉଛି। କାରଣ ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହିଛି। ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‍ସିଂହପୁର,…

Read More
Weather Report of Odisha

Odisha Weather Report: ଆସନ୍ତା ୨୬ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: Odisha Weather Report ଆଜି ସାରା ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫. ୮କିଲୋମିଟର ଉଚ୍ଚତା ଯାଏଁ ରହିଛି। ଫଳରେ ରାଜ୍ୟରେ ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି। ଆଜିଠାରୁଆସନ୍ତା ୨୬ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହୋଇପାରେ। ଅପରପକ୍ଷରେ ପାଣିପ।ଗ ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା…

Read More
subarnarekha

Odisha Floods Report: ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ, ଜଳସମ୍ପଦ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା

ବାଲେଶ୍ୱର: Odisha Floods Report ଓଡ଼ିଶାରୁ ଯାଇନି ବନ୍ୟା ବିପଦ। ବାଲେଶ୍ୱର (Baleswar) ଜିଲ୍ଲାର ସୁବର୍ଣ୍ଣରେଖା ନଦୀ (Subarnarekha) ରେ ଜଳସ୍ତର ବିପଦ ସଂକେତ ସ୍ତରର ଦେଢ଼ ମିଟର ଉଚ୍ଚରେ ପ୍ରବାହିତ ହେଉଛି। ରାଜଘାଟଠାରେ ନଦୀର ବିପଦ ସଂକେତ ସ୍ତର ୧୦.୩୬ ମିଟର ଥିବା ବେଳେ ସେଠାରେ ଆଜି ମଧ୍ୟାହ୍ନ ଗୋଟାଏ ସୁଦ୍ଧା ଜଳସ୍ତର ୧୧.୮୪ମିଟର ରହିଛି। ସୂଚନାଯୋଗ୍ୟ ଗତକାଲି ରାତି ଗୋଟାଏ ରୁ ୧୧.୯୦ମିଟର ପ୍ରବାହିତ ହେଉଥିବା ବନ୍ୟା ଜଳ ଗତ ୧୨ଘଣ୍ଟା ଧରି ସ୍ଥିର…

Read More
odisha-flood-2

Odisha Weather Report Updates: ଆଜି କିଛି ସ୍ଥାନରେ ହେବ ବର୍ଷା, ସୁବର୍ଣ୍ଣରେଖା ନଦୀ ଅବବାହିକାରେ ପ୍ରବଳ ବନ୍ୟାର ଆଶଙ୍କା

ଭୂବନେଶ୍ଵର: Odisha Weather Floods Latest Report Updates ରାଜ୍ୟରେ ଆଜି ଟିକେ ବର୍ଷା କମିଛି। ଲଘୁଚାପ ଦୁର୍ବଳ ହୋଇ ଝାଡ଼ଖଣ୍ଡ ଏବଂ ଛତିଶଗଡ଼କୁ ଚାଲିଯାଇଛି। ଓଡ଼ିଶାରେ ବର୍ଷା ପରିମାଣ ହ୍ରାସପାଇଛି। ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୪ କି.ମି. ବେଗରେ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରି ଉତ୍ତର-ପଶ୍ଚିମ ଛତିଶଗଡ ପାର୍ଶ୍ୱବର୍ତ୍ତୀ…

Read More
floods_odisha

Odisha Weather Report: ପ୍ରବଳ ବର୍ଷା ନେଇ ୪ଜିଲ୍ଲାରେ ରେଡ୍‍ ୱାର୍ଣ୍ଣିଂ ଜାରି; ରାଜ୍ୟରେ ମଧ୍ୟମ ଧରଣର ବନ୍ୟା

ଭୁବନେଶ୍ଵର: Odisha floods Report ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ଦେଖାଦେଇଛି। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଝାଡ଼ଖଣ୍ଡ ଗାଲୁଡ଼ି ବ୍ୟାରେଜ୍‍ରେ ୭ଟି ଗେଟ୍‍ ଦେଇ ୧ ଲକ୍ଷ ୫ ହଜାର କ୍ୟୁସେକ୍‍ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ସୁବର୍ଣ୍ଣରେଖାରେ ଜଳସ୍ତର ବଢ଼ିବାର ଆଶଙ୍କା ଦେଖାଦେଇଛି। ବନ୍ୟା ସମ୍ଭାବନା କମ୍‍ ଥିବା ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ପକ୍ଷରୁ କୁହାଯାଇଛି। ସେପଟେ ବୁଢ଼ାବଳଙ୍ଗରେ…

Read More
odisha_weather_today

Odisha Weather Report: ରାଜ୍ୟରେ ଲଘୁଚାପ ବର୍ଷା ଜାରି, ୧୯ ଏବଂ ୨୦ରେ ପ୍ରବଳ ବର୍ଷା

ଭୁବନେଶ୍ଵର: Odisha weather Latest Report ଓଡ଼ିଶାରେ ଲଘୁଚାପ ପ୍ରଭାବରେ ସମସ୍ତ ଜିଲାଗୁଡିକରେ ତୁହା କୁ ତୁହା ବର୍ଷା ଲାଗିରହିଛି। ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି। ଏହା ଆହୁରି ଅଧିକ ଶକ୍ତିଶାଳୀ ହେବ ଏବଂ ଏହାର ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶା ସହ ଛତିଶଗଡ଼ର ବିଭିନ୍ନ ଅଞ୍ଚଳରେ…

Read More