Home » ଓଡ଼ିଶା » Page 2
Weather Report of Odisha

Weather Report: ଆଜି ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ଆଉ ଦୁଇଦିନ ପର୍ଯ୍ୟନ୍ତ ରହିବ। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଆଉ ଦୁଇଦିନ ପରେ ରାଜ୍ୟରୁ ମୌସୁମୀ ଫେରିଯିବ। ଅକ୍ଟୋବର ୨୮ତାରିଖ ପରେ ପାଗ ସୁଖିଲା ରହିବ ବୋଲି ଭୁବନେଶ୍ୱ ପାଣି ପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସମେତ କେନ୍ଦୁଝର, ରାୟଗଡା, ମୟୂରଭଞ୍ଜ, କୋରାପୁଟ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରେ ସ୍ୱଳ୍ପରୁ…

Read More
Weather Report of Odisha

Weather Report: ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ – ଆଇ.ଏମ୍‍.ଡି.ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଏବଂ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ବିଶେଷକରି ସମୁଦ୍ରକୂଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଆସନ୍ତା…

Read More
Weather Report of Odisha

Weather Report: ୯ରୁ ଲଘୁଚାପ, ପ୍ରବଳ ବର୍ଷା

ଭୁବନେଶ୍ଵର: ଆସନ୍ତା ଶୁକ୍ରବାର ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ…

Read More
Weather Report of Odisha

Weather Report: ଆଗାମୀ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରବାହରେ ରାଜ୍ୟରେ ଗତକାଲିଠାରୁ ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, କଟକ, ଭଦ୍ରକ,ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ,…

Read More
dharmendra pradhan

Odisha:ବିଦ୍ୟୁତ୍ କିଣିବା ପାଇଁ ରାଜ୍ୟର ବିଦ୍ୟୁତ୍‌ ବିତରଣ କମ୍ପାନିଗୁଡ଼ିକୁ କେନ୍ଦ୍ରସରକାର ୮୪ କୋଟି ଟଙ୍କା ରିହାତି ଦେଇଛନ୍ତି:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ଲକ୍ ଡ଼ାଉନ୍ (Lock Down ) ସମୟରେ ବିଦ୍ୟୁତ୍ କିଣିବା ପାଇଁ ରାଜ୍ୟର ବିଦ୍ୟୁତ୍‌ ବିତରଣ କମ୍ପାନିଗୁଡ଼ିକୁ ଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଗୁଡିକ ପକ୍ଷରୁ ୮୪ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି। ଏହା ଫଳରେ ରାଜ୍ୟରେ ବିଦ୍ୟୁତ୍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) କହିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (PM Modi ) ଏବଂ କେନ୍ଦ୍ର ଶକ୍ତିମନ୍ତ୍ରୀ ଆର.କେ ସିଂହଙ୍କୁ…

Read More
Union minister D pradhan

ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ସିଏନଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (PSU) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ଟି ସିଏନଜି (CNG) ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଲୋକାର୍ପିତ ସିଏନଜି ଷ୍ଟେସନ ଭାରତର ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ ଦିଗରେ ଥିବା ପ୍ରଚେଷ୍ଟାକୁ ସଶକ୍ତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି…

Read More
Maan ki Baat

ଶ୍ୱାନ ପାଳିବାକୁ ଚାହିଁଲେ ଦେଶୀ ପ୍ରଜାତି ବାଛିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ମନ୍‌କୀ ବାତ୍‌ କାର୍ଯ୍ୟକ୍ରମରେ ଭାରତୀୟ ସେନାର ଦୁଇଟି କୁକୁର ସୋଫି ଓ ବିଦା କଥା କହିଛନ୍ତି। ଏହି ଦୁଇ କୁକୁର ସେମାନଙ୍କ କର୍ତ୍ତବ୍ୟ ନିଷ୍ଠା ପାଇଁ ‘ସ୍ଥଳସେନାଧ୍ୟକ୍ଷ ପ୍ରଶଂସାପତ୍ର’ ପାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପ୍ରତିରକ୍ଷା ବାହିନୀ ଓ ନିରାପତ୍ତା ବାହିନୀରେ ଏଭଳି ଅନେକ ସାହସୀ ଶ୍ୱାନ ଅଛନ୍ତି। ଏସବୁ କୁକୁର ଅନେକ ବୋମା ବିସ୍ଫୋରଣ ଓ ଆତଙ୍କବାଦୀ ଷଡଯନ୍ତ୍ରକୁ ଭଣ୍ଡୁର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଲୁଚାଇ ରଖାଯାଇଥିବା ବିସ୍ଫୋରକ…

Read More
Dharmendra Pradhan

‘ପୂର୍ବୋଦୟ ମିଶନ’ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ୍

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ ମିଶନ ଓଡ଼ିଶା ଓ ପୂର୍ବ ଭାରତର ବିକାଶ ସ୍ୱପ୍ନକୁ ସାକାର କରୁଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି ପୂର୍ବ ଭାରତରେ ଅପାର ସମ୍ଭାବନା ରହିଛି । ପୂର୍ବ ଭାରତ ଏବଂ ଉତ୍ତର ପୂର୍ବ ଅଞ୍ଚଳର ଅଭିବୃଦ୍ଧି ଏବଂ ବିକାଶ ନହେଲେ ସମଗ୍ର ଭାରତର ସନ୍ତୁଳିତ ବିକାଶ ଅସମ୍ଭବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି । ତିନି ବର୍ଷ ପୂର୍ବେ ଅଗଷ୍ଟ ୧୫ ତଥା ସ୍ୱାଧୀନତା ଦିବସରେ ଐତିହାସିକ ଲାଲକିଲ୍ଲା…

Read More

ଢେଙ୍କାନାଳ ଜିଲ୍ଲାରେ ଆଜି ୪୩ ଜଣ କରୋନା ପଜିଟିଭ ଚିହ୍ନଟ

ଢେଙ୍କାନାଳ :(ମହିମାଲାଇଭ) ଆଜି ଢେଙ୍କାନାଳ ଜିଲ୍ଲାରେ ୪୩ ଜଣ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି। ଗଁଦିଆ ବ୍ଲକ ରୁ ୪୦ ଜଣ, ଭୁବନ ବ୍ଲକ ରୁ ଜଣେ,କାମାକ୍ଷାନଗର ବ୍ଲକ ରୁ ଜଣେ ଏବଂ କାମାକ୍ଷାନଗର ଏନଏସିରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଁଦିଆ ବ୍ଲକର ଷଡଙ୍ଗୀ ରୁ ୯ ଜଣ ,କଲୁଣିଗୋଡ଼ାରୁ ୮ ଜଣ ,ଝରଦାରୁ ୭ ଜଣ,ପିଂଗୁଆ ରୁ ୬ ଜଣ,ମନ୍ଦାରରୁ ୮ ଜଣ ଏବଂ ଖଣ୍ଡବନ୍ଧ ରୁ ୨ ଜଣ…

Read More