VL-SRSAM: DRDO ଏବଂ ଭାରତୀୟ ନୌସେନା ଦ୍ୱାରା ଭୂପୃଷ୍ଠରୁ ଆକାଶମାର୍ଗକୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ
ବାଲେଶ୍ଵର: DRDO & Indian Navy successfully VL-SRSAM flight test off Odisha coast ଓଡ଼ିଶା ଉପକୂଳ ଚାନ୍ଦିପୁରସ୍ଥିତ (Chandipur off the coast of Odisha) ସମନ୍ୱିତ ପରୀକ୍ଷଣ ଘାଟୀ (ITR) ରୁ ୨୩ ଅଗଷ୍ଟ, ୨୦୨୨ରେ ଭୂପୃଷ୍ଠରୁ ଆକାଶମାର୍ଗକୁ ଭୂଲମ୍ବ ମାରକ କ୍ଷମତା ବିଶିଷ୍ଟ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (VL-SRSAM) ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ଏବଂ ଭାରତୀୟ ନୌସେନା ଦ୍ୱାରା କ୍ଷେପଣାସ୍ତ୍ରର ଫ୍ଲାଇଟ୍ ଟେଷ୍ଟ…
