Talcher Fertiliser Ltd: ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ରମନ୍ତୀଙ୍କ ଗୁରୁତ୍ୱ
ତାଳଚେର:Talcher Fertiliser Ltd Progress News କେନ୍ଦ୍ର ସାର ଓ ରସାୟନ, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ (Union Minister of State for Chemicals and Fertilizers) ଶ୍ରୀ ଭଗୱନ୍ତ ଖୁବା (Bhagawanth Khuba) ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି କେନ୍ଦ୍ର ମନ୍ତ୍ରୀ ତାଳଚେର ଠାରେ ସାର କାରଖାନା ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ଅଗ୍ରଗତି…
