Low Pressure In Bay of Bengal: ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ, ପୁଣି ବାତ୍ୟା ଆଶଙ୍କା!
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଶକ୍ତିଶାଳୀ ବାତ୍ୟା ଗଠନ ହେବାର ଆଶଙ୍କା ରହିଛି। ଅକ୍ଟୋବର ୨୮ ସୁଦ୍ଧା ଏହାର ପ୍ରଭାବ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ପଡ଼ିପାରେ।
କଟକ: Odisha Weather Updates ଉତ୍ତର-ପୂର୍ବ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି। ଏଥି ସହିତ ଓଡ଼ିଶାର ୧୫ରେ ପ୍ରବଳ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି। ଗତକାଲି ରବିବାର…
ଭୁବନେଶ୍ଵର (ବ୍ୟୁରୋ): Odisha Weather Monsoon Report ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ୩ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର,…
ଭୁବନେଶ୍ଵର (ବ୍ୟୁରୋ): Odisha Weather Report ରାଜ୍ୟର ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଆହୁରି ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ପୁରୀ, ଖୋର୍ଦ୍ଧା, କଟକ, ରାୟଗଡ଼ା, କନ୍ଧମାଳ ଜିଲ୍ଲାର…
ଭୁବନେଶ୍ଵର (ବ୍ୟୁରୋ): Odisha Weather Monsoon Report ଖୁସି ଖବର ଗରମ ଏବଂ ଗୁଳୁଗୁଳିରୁ ଶୀଘ୍ର ମିଳବ ମୁକ୍ତି। ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ୩ ଦିନ ପୂର୍ବରୁ ଆଜି କେରଳ (Kerala) ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପୂର୍ବରୁ ଜୁନ ମାସ ୧ ତାରିଖ ଦିନ ମୌସୁମୀ କେରଳ ସ୍ପର୍ଶ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିଲା। ମାତ୍ର ଏହାର…
ଭୁବନେଶ୍ଵର (ବ୍ୟୁରୋ): Odisha Weather Report ଓଡ଼ିଶାରେ ଆଜି ଗୁଳୁଗୁଳି ସହ ପ୍ରବଳ ଗରମ ଅନୁଭୂତ ହୋଇଛି। ଏଥିସହିତ ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ରବିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ…
ଭୁବନେଶ୍ୱର (ବ୍ୟୁରୋ): Cyclone Updates In Odisha ଆସୁଛି ବାତ୍ୟା! ଏହା ପୂର୍ବରୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହି ଅବପାତ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତିକରି ବାତ୍ୟାର ରୂପ ନେଇପାରେ। ତେବେ ବାତ୍ୟାର…
ଭୁବନେଶ୍ଵର (ବ୍ୟୁରୋ): Odisha Weather Report ଗତକାଲି କେତେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଯାଇଛି। ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା (Cyclone) ପାଇଁ ଅନୁକୂଳ ରହିଛି। ହେଲେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏନେଇ ଠିକ୍ ଆକଳନ କରିହେବ।…
ଭୁବନେଶ୍ଵର: Weather Report Odisha ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତକାଲି କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ଜଣାପଡିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ବୁଧବାର ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଖାପାଖି ଅଞ୍ଚଳରେ ବାୟୁମଣ୍ଡଳରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ଏବଂ ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି…
ଭୁବନେଶ୍ଵର: Weather Report Odisha ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାରି ମଧ୍ୟରେ ଆଜିଠାରୁ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, କେନ୍ଦ୍ରାପଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ସୋମବାର ମଧ୍ୟ ରାଜ୍ୟର ଉତ୍ତର-ପୂର୍ବ ଉପକୂଳ ସମେତ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ…