Weather Report of Odisha

Weather Report Odisha: ଆସନ୍ତା ୪ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର:ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ବର୍ଷା କାରଣରୁ କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା,…

Read More
Weather Report of Odisha

Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନାଅନୁସାରେ ଏହି ସମୟ ମଧ୍ୟରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ,…

Read More
Weather Report of Odisha

Odisha weather: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ଘଡ଼ଘଡ଼ି,ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରାପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁସାରେ ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏଥିଲାଗି ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ପକ୍ଷରେ ଗତ…

Read More
Weather Report of Odisha

Weather Report Odisha: ତାଳଚେର ସମେତ ରାଜ୍ୟରେ ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ତାଳଚେର: ରାଜ୍ୟରେ ଗତ କିଛିଦିନ ହେବ ଗ୍ରୀଷ୍ମ ପ୍ରବାହ ଅବ୍ୟାହତ ରହିଛି। ଆଜି ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତେବେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୧ ଡିଗ୍ରୀ ସେଲସିୟସ୍‍ ବୌଦ୍ଧ ଠାରେ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ଅନ୍ୟ ସହର ବାରିପଦା ଓ ଟିଟିଲାଗଡ଼ଠାରେ ୪୨.୫ ଡିଗ୍ରୀ ସେଲସିୟସ୍‍ ଲେଖାଏଁ, ବଲାଙ୍ଗିରରେ ୪୨.୪ ଡିଗ୍ରୀ ସେଲିସିୟସ୍‍, ତାଳଚେର ଠାରେ ୪୨.୩ ଡିଗ୍ରୀ…

Read More
Weather Report of Odisha

Weather Report: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି, ଢେଙ୍କାନାଳ ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବଢିବ ତାତି

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍‍ ଭୁବନେଶ୍ୱର (Bhubaneswar) ଠାରେ ରେକର୍ଡ କରାଯାଇଛି। ଗ୍ରୀଷ୍ମ ପ୍ରବାହ ବୃଦ୍ଧିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କଟକ, ଢେଙ୍କାନାଳ, ମୟୂରଭଞ୍ଜ ଓ ବାଲେଶ୍ୱରରେ ତାପମାତ୍ରା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଏହି…

Read More
Weather Report of Odisha

Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ପାଣିପାଗକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ସୂଚନା ଅନୁସାରେ ଆଜି ଠାରୁ ଆସନ୍ତାକାଲି ପୂର୍ବାହ୍ନ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ…

Read More
Weather Report of Odisha

Weather Report: ରାଜ୍ୟରେ ଶୀତ ଲହରୀ ଜାରି, ଆସନ୍ତା ୧୦ ତାରିଖରୁ ଶୀତର ପ୍ରକୋପ ବୃଦ୍ଧି

ଭୂବନେଶ୍ଵର: ରାଜ୍ୟରେ ଆସନ୍ତା ୧୦ ତାରିଖରୁ ଶୀତର ପ୍ରକୋପ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଥିବା ଜଣାପଡ଼ିଛି। Flipkart Offer : Get upto 30% off on Best Selling Laptops ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୮ ସେଲ୍‍ସିୟସ୍‍ ରେକର୍ଡ କରାଯାଇଛି। ସେହିପରି ସୋନପୁରରେ ୯ଡିଗ୍ରୀ ସେଲସିୟସ୍‍ ଏବଂ ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ…

Read More
Weather Report of Odisha

Weather Report: ରାଜ୍ୟରେ ଶୀତର ପ୍ରକୋପ ବଢୁଛି

ଭୁବନେଶ୍ଵର: ଦିନକୁ ଦିନ ରାଜ୍ୟରେ ଶୀତର ପ୍ରକୋପ ବଢିଚାଲିଛି। ଏଥିସହିତ ସର୍ବନିମ୍ନ ତାପମାତ୍ରା ମଧ୍ୟ ହ୍ରାସପାଇବାରେ ଲାଗିଛି। ଗତକାଲି ରାଜ୍ୟର ୩ଟି ସହରର ତାପମାତ୍ରା ୧୦ଡିଗ୍ରୀ ସେଲ୍‍ସିୟସ୍‍ରୁ ତଳେ ଥିଲା। Flipkart Offer : Get upto 30% off on Best Selling Laptops ସେଥିମଧ୍ୟରୁ ସୋନପୁରରେ ସର୍ବନିମ୍ନ ୮.୮ ଡିଗ୍ରୀ ସେଲ୍‍ସିୟସ୍‍ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ ୯ ଏବଂ ଫୁଲବାଣୀରେ ୯.୮ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟ ୧୧ଟି…

Read More
Weather Report of Odisha

Weather Report: ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି, ୧୩ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ

ଭୂବନେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ସେହିପରି ୧୩ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ସୋନପୁରରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ କରାଯାଇଥିବା ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହି ରି ଦାରିଙ୍ଗବାଡିର ତାପମାତ୍ରା ୯.୫, ଅନୁଗୁଳ ୧୦.୬, ଫୁଲବାଣୀ ୧୧.୩, କଟକ ୧୪.୮ ଏବଂ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ ରେକର୍ଡ…

Read More
Weather Report of Odisha

Weather Report: ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ

ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ହେଉଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି। ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‍ର ଦୁଇ ପାହାଡ଼ିଆ ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ଏହି ଦୁଇ ପଞ୍ଚାୟତରଏକାଧିକ ଗ୍ରାମରେ ବନ୍ୟା ଜଳ ପ୍ରବେଶ କରିଛି। ଗତ ୨୪ ଘଣ୍ଟାମଧ୍ୟରେ ପାତ୍ରପୁରଠାରେ ୧୧୮ଦଶମିକ୍‍ ୩ ମିଲିମିଟର ବର୍ଷା ହୋଇଛି। ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜିଲ୍ଲାର କାଶିନଗର, ରାୟଗଡ଼, ଆର୍‍. ଉଦୟଗିରି…

Read More
Weather Report of Odisha

Weather Report: ତିନିଦିନ ହେବ ପ୍ରବଳ ବର୍ଷା

ଭୁବନେଶ୍ଵର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହା ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟିହୋଇଥିବା ଲଘୁଚାପ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ରହିଛି। ଏହା ଅବପାତ ଏବଂ ପରେ ତୀବ୍ର ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହା ଆନ୍ଧ୍ର ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗି ରହିବ। ଫଳରେ ଆଜି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା,…

Read More