Low Pressure In Bay of Bengal: ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ, ପୁଣି ବାତ୍ୟା ଆଶଙ୍କା!
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
କଟକ: Odisha Weather Updates ଉତ୍ତର-ପୂର୍ବ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି। ଏଥି ସହିତ ଓଡ଼ିଶାର ୧୫ରେ ପ୍ରବଳ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି। ଗତକାଲି ରବିବାର…
ଭୁବବେଶ୍ଵର: Odisha Cyclone Updates ପୁଣି ଓଡ଼ିଶାକୁ ବାତ୍ୟା ଭୟ ଦେଖାଦେଇଛି। ସମ୍ଭାବ୍ୟ ବାତ୍ୟା (Odisha Cyclone) କୁ ନେଇ ସରକାର ପ୍ରସ୍ତୁତ। ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ଭୂବନେଶ୍ଵର। ପାଣିପାଗକେନ୍ଦ୍ର ସୂଚନା ଅନୁଯାୟୀ ସୃଷ୍ଟି ହେବାକୁ ଥିବା…
ଭୁବନେଶ୍ୱର : Odisha Weather News ଅକ୍ଟୋବର ଏବଂ ନଭେମ୍ବର ମାସରେ ଓଡ଼ିଶାକୁ ରହିଥାଏ ବାତ୍ୟା (Odisha Weather-Cyclone) ଭୟ। ଏଥର ମଧ୍ୟ ଏମିତି ଭୟ ଦେଖାଦେଇଛି। ଏହାକୁ ନେଇ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍ଆର ବିଶ୍ୱାସଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ଓଡ଼ିଶାର ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି, କିନ୍ତୁ ଆସନ୍ତା ୧୫…
ଭୁବନେଶ୍ୱର : Odisha Weather News ଓଡ଼ିଶାରେ ବର୍ଷା ଜାରି ରହିଛି। ଯେହେତୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ରହି ରହିଛି। ଆସନ୍ତାକାଲି ୯ ତାରିଖଠାରୁ ଉପକୂଳ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ। ସେହିପରି ୧୦ ତାରିଖରେ ଉପକୂଳବର୍ତ୍ତୀ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନା ଅନୁସାରେ ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ଭୁବନେଶ୍ୱର (ବ୍ୟୁରୋ): Odisha Weather ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଦୁବଳ ହୋଇ ଆନ୍ଧ୍ରଉପକୂଳକୁ ଗତିକରିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ…
ଭୁବନେଶ୍ୱର (ବ୍ୟୁରୋ): Odisha Weather Updates For next 4 Days ଓଡ଼ିଶାରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ (Odisha Weather) ସକ୍ରିୟ ରହିଛି। ଫଳରେ ରବିବାରଠାରୁ ବର୍ଷାର ପ୍ରଭାବ ବଢିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ଵରରୁ ଏମିତି ସୂଚନା ମିଳିଛି। ଗତକାଲି ରବିବାର ବୌଦ, କୋରାପୁଟ, କଳାହାଣ୍ଡି, ଅନୁଗଳ, ସୁନ୍ଦରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ବୌଦରେ ସର୍ବାଧିକ ୩୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ କୋରାପୁଟରେ ୩୨.୫…
ଭୁବନେଶ୍ୱର (ବ୍ୟୁରୋ): Odisha Weather Updates For next 7 Days ଓଡ଼ିଶାରେ ଆଜିଠାରୁ ୩୦ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା (Odisha Weather Updates) ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ତେବେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ କି ନାହିଁ ତାହା ସ୍ପଷ୍ଟ…
ଭୁବନେଶ୍ୱର (ବ୍ୟୁରୋ): Odisha Weather Today Latest Report Updates ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଉତ୍ତରପୂର୍ବ ଦିଗରେ ଆସନ୍ତା ୧ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ( Odisha Weather) ସୃଷ୍ଟିହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲି ଏବଂ ୨୯ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ…
ଭୁବନେଶ୍ୱର (ବ୍ୟୁରୋ): Odisha Weather Today Latest Report Updates ଆଜି କଟକ, ଭୁବନେଶ୍ଵର ସମେତ କେତକ ଜିଲ୍ଲାରେ ବର୍ଷା ଲାଗିରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ନିକଟବର୍ତ୍ତୀ ଆନ୍ଧ୍ର୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା (Odisha Weather Today) ରେ ମୌସୁମୀବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Updates ଆଜି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ପାଗ ମେଘୁଆ (Odisha Weather) ରହିଛି ଅଳ୍ପ କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ସୂଚନାଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡିକ ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ,…