ରାଜ୍ୟ ରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ଦଶ ହଜାର ରୁ ଅଧିକ
ରାଜ୍ୟରେ ଆଜି ଆଉ ୬୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୪୭୬ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୭୦ ଜଣ , ସୁନ୍ଦରଗଡ଼ ରୁ ୮୪ ଜଣ, କେଉଁଝର ରୁ ୪୮,ଗଜପତି ରୁ ୩୫, ବାଲେଶ୍ଵର ରୁ ୩୧ , ଜଣ,…
