Odisha Panchayat Election: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ, ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ
ଭୁବନେଶ୍ଵର: Odisha Panchayat Election 2022 ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ର ପ୍ରଥମ ପର୍ଯ୍ୟାୟ ମତଦାନ ଆଜି ଶେଷ ହୋଇଛି। ରାଜ୍ୟ ନିର୍ବାଚନ କମିଶନ୍ଙ୍କ ସୂଚନା ଅନୁସାରେ ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ମିଳିଛି। ସକାଳ ୭ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଭୋଟ୍ଗ୍ରହଣ ଲାଗି ସମୟ ସ୍ଥିର କରାଯାଇଥିଲେ ମଧ୍ୟ ଯେଉଁମାନେ ବୁଥ୍ ପରିସରରେ ଥିଲେ, ସେମାନଙ୍କୁ ଭୋଟ୍ ଦେବାକୁ ଅନୁମତି ଦିଆଯାଇଥିଲା। ସୂଚନାଯୋଗ୍ୟ ଆଜି ପ୍ରଥମ ପର୍ଯ୍ୟାୟରେ ରାଜ୍ୟର…
