Home » angul news
angul news-cm naveen patnaik

Angul News: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ଅନୁଗୁଳ ଗସ୍ତ ଶେଷ, ୧୫୪୧ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

ଅନୁଗୁଳ: Angul News CM Naveen Patnaiks Visits Angul ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସି ଜିଲ୍ଲାରେ ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ତଥା ଭିତ୍ତିପ୍ରସ୍ତର ସ୍ଥାପନ ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨ କୋଟିର ଋଣ ଡିଜିଟାଲ୍ ଲଞ୍ଚିଂ କରିଛନ୍ତି। ଫଳରେ ୭୫ ହଜାରରୁ ଅଧିକ ମହିଳା ଉପକୃତ ହେବେ। ଅନୁଗୁଳ ଷ୍ଟାଡିୟମରେ (Angul News) ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀଙ୍କୁ…

Read More
angul_police

Angul News: ଅନୁଗୋଳ ଜିଲ୍ଲା ମୁଷାପାପୁଲି ଗାଁରେ ହତ୍ୟାକାଣ୍ଡରେ ଜଣେ ମୃତ

ଅନୁଗୋଳ: ଅନୁଗୋଳ  ମୁଷାପାପୁଲି ଗାଁରେ ହତ୍ୟାକାଣ୍ଡ। ରାତି ସାଢେ ୮ ଟା ସମୟରେ କିଛି ଦୁର୍ବୃତ୍ତ ବନ୍ଧୁକ ଓ ଭୁଜାଲିରେ ଆକ୍ରମଣ କରିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ, ରନ୍ତଲେଇ ଗାଁର ଦୁଇ ଭାଇ ଦୁଷ୍ମନ୍ତ ସେନାପତି ଏବଂ ଦୁଃଶାସନ ସେନାପତି ଛିଡା ହୋଇଥିବା ହଠାତ କିଛି ଦୁର୍ବୃତ୍ତ ଆସି ବନ୍ଧୁକରୁ ଗୁଳି ଫୁଟାଇବା ସହ ଦୁଷ୍ମନ୍ତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଦୁଷ୍ମନ୍ତଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ହତ୍ୟା…

Read More
arrest_new

Angul News: ଅନୁଗୋଳ ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ, ୫ ଜଣକୁ କୋର୍ଟ ଚାଲାଣ

ବନ୍ତଳା (ମହିମା ଲାଇଭ ବ୍ୟୁରୋ): ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ପଥରଗଡ଼ ଗାଁରେ ମଦ ମୃତ୍ୟୁ ଘଟଣାରେ ୪ଜଣଙ୍କ  ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ଜିଲ୍ଲାପାଳଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ଅବକାରୀ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ଅନୁଗୋଳରେ ମଦ ପିଇ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସମସ୍ତଙ୍କର ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

Read More
Weather Report of Odisha

Weather Report: ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ଵର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଯାଇଛି। ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଗଞ୍ଜାମର ଆସ୍କାରେ ସର୍ବାଧିକ ୨୧ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଏବଂ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Read More
Weather Report of Odisha

Weather Report: ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା, ହୀରାକୁଦ ବନ୍ଧର ଜଳସ୍ତର ବୃଦ୍ଧି;ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ଵର(ମହିମା ଲାଇଭ ବ୍ୟୁରୋ): ସାରା ରାଜ୍ୟରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗତ ୩ ଦିନ ହେବ ଲଗାତର ବର୍ଷା ଜାରି ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ(Yellow Warnings) ଜାରି କରାଯାଇଛି। ଜିଲ୍ଳାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି,…

Read More

କେନାଲ ପାଣିରେ ବୁଡ଼ି 2 ଜଣଙ୍କ ମୃତ୍ୟୁ

ଅନୁଗୋଳ:କେନାଲ ପାଣିରେ ବୁଡି ଦୁଇଜଣ ଅକାଳରେ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ ହେମସୁରପଡା ଅଞ୍ଚଳରେ ଜଣେ ବୁଡି ଯାଉଥିବା ବେଳେ ତାକୁ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣଙ୍କର ମଧ୍ୟ ଜୀବନ ଯାଇଛି। ସୂଚନା ଅନୁସାରେ ସ୍ଥାନୀୟ ଅଞ୍ଚଳର ବୃନ୍ଦାବନ ସେଠି ଓ ବାବୁ ମହାନ୍ତି ଏକାଠି ନିକଟସ୍ଥ କେନାଳକୁ ଗାଧେଇବାକୁ  ଯାଇଥିଲେ। ତେବେ ସେଠାରେ ଗାଧେଇବା ବେଳେ ଅସାବଧାନତା ବଶତଃ ବୃନ୍ଦାବନଙ୍କ ଗୋଡ଼ ଖସିଯିବା ପରେ ସେ ଗଭୀର ପାଣିକୁ ଚାଲି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ…

Read More