Angul News: ଅନୁଗୋଳ ଜିଲ୍ଲା ମୁଷାପାପୁଲି ଗାଁରେ ହତ୍ୟାକାଣ୍ଡରେ ଜଣେ ମୃତ
ଅନୁଗୋଳ: ଅନୁଗୋଳ ମୁଷାପାପୁଲି ଗାଁରେ ହତ୍ୟାକାଣ୍ଡ। ରାତି ସାଢେ ୮ ଟା ସମୟରେ କିଛି ଦୁର୍ବୃତ୍ତ ବନ୍ଧୁକ ଓ ଭୁଜାଲିରେ ଆକ୍ରମଣ କରିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ, ରନ୍ତଲେଇ ଗାଁର ଦୁଇ ଭାଇ ଦୁଷ୍ମନ୍ତ ସେନାପତି ଏବଂ ଦୁଃଶାସନ ସେନାପତି ଛିଡା ହୋଇଥିବା ହଠାତ କିଛି ଦୁର୍ବୃତ୍ତ ଆସି ବନ୍ଧୁକରୁ ଗୁଳି ଫୁଟାଇବା ସହ ଦୁଷ୍ମନ୍ତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଦୁଷ୍ମନ୍ତଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ହତ୍ୟା…
