Home » Angul » Page 3

ରାଜ୍ୟ ରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୮୭୮ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୮୭୮ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୮ ହଜାର ୯୩୮ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ୩୯୬ ଜଣ,ଖୋର୍ଦ୍ଧା ରୁ ୧୧୪ ଜଣ,ଗଜପତି ରୁ ୪୯ ଜଣ ,କନ୍ଧମାଳ ରୁ ୩୩ ଜଣ ,କୋରାପୁଟ…

Read More

ଆଜି ଅନୁଗୋଳରୁ ୧୬ଜଣ କରୋନା ପଜିଟିଭ ଚିହ୍ନଟ,ତାଳଚେର ବ୍ଲକ ର ଗୋଟିଏ ଗାଁରୁ ୭ପଜିଟିଭ; ଜିଲ୍ଲାରେ ପଜିଟିଭ ୩ଶହ ପାର

ଅନୁଗୋଳ: ଆଜି ଅନୁଗୋଳ ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୧୬ ଜଣ ଆକ୍ରାନ୍ତଙ୍କ  ମଧ୍ୟରେ ତାଳଚେର ବ୍ଲକ ଅଂଚଳରୁ ସର୍ବାଧିକ ୮ ଜଣ,ପାଳଲହଡା ବ୍ଲକ୍ ଅଂଚଳରୁ ୭ ଜଣ ଓ ଜଣେ ବଅଁରପାଳ ବ୍ଳକ୍ ଅଂଚଳର ବୋଲି ଜଣାପଡିଛି। ତାଳଚେର ବ୍ଲକ୍ ଅଂଚଳରୁ ଚିହ୍ନଟ ହୋଇଥିବା ୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ ହେଉଛନ୍ତି ଗୋଟିଏ ଗ୍ରାମର। ସେମାନଂକ ମଧ୍ୟରେ ୩ ଜଣ ମହିଳା ଯାହାଙ୍କ ବୟସ ୮୭, ୬୦…

Read More

କେନାଲ ପାଣିରେ ବୁଡ଼ି 2 ଜଣଙ୍କ ମୃତ୍ୟୁ

ଅନୁଗୋଳ:କେନାଲ ପାଣିରେ ବୁଡି ଦୁଇଜଣ ଅକାଳରେ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ ହେମସୁରପଡା ଅଞ୍ଚଳରେ ଜଣେ ବୁଡି ଯାଉଥିବା ବେଳେ ତାକୁ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣଙ୍କର ମଧ୍ୟ ଜୀବନ ଯାଇଛି। ସୂଚନା ଅନୁସାରେ ସ୍ଥାନୀୟ ଅଞ୍ଚଳର ବୃନ୍ଦାବନ ସେଠି ଓ ବାବୁ ମହାନ୍ତି ଏକାଠି ନିକଟସ୍ଥ କେନାଳକୁ ଗାଧେଇବାକୁ  ଯାଇଥିଲେ। ତେବେ ସେଠାରେ ଗାଧେଇବା ବେଳେ ଅସାବଧାନତା ବଶତଃ ବୃନ୍ଦାବନଙ୍କ ଗୋଡ଼ ଖସିଯିବା ପରେ ସେ ଗଭୀର ପାଣିକୁ ଚାଲି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ…

Read More

ଆଜି ଅନୁଗୋଳ ରୁ ୨୧ କରୋନା ପଜିଟିଭ ଚିହ୍ନଟ,ମୋଟ ୨୮୬

ଅନୁଗୋଳ:ଆଜି ଜିଲ୍ଲାରୁ ୨୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ଏବେ କରୋନା ପଜିଟିଭ ସଂଖ୍ୟା ୨୮୬ ରେ ପହଞ୍ଚିଛି । ଆଜି ବଅଁରପାଳ ବ୍ଳକ୍ ଅଞ୍ଚଳରୁ ସର୍ବାଧିକ ୧୪ ଜଣ , କଣିହାଁ ବ୍ଳକ୍ ଅଞ୍ଚଳ ରୁ ୩ ଜଣ , ତାଳଚେର ବ୍ଲକ୍ ଅଞ୍ଚଳରୁ ୨ ଜଣଏବଂ ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଳକ୍ ଅଞ୍ଚଳର ଗୋଟିଏ ପରିବାରର ୭ ଜଣ କରୋନା ପଜିଟିଭ…

Read More

ଅନୁଗୋଳ ରେ ଆଜି ୭ କରୋନା ଆକ୍ରାନ୍ତ ଚିହ୍ନଟ ,ମୋଟ ପଜିଟିଭ ୨୫୨ରେ

ଅନୁଗୋଳ: ଆଜି ଅନୁଗୋଳ ରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ଆକ୍ରାନ୍ତ ଙ୍କ ମଧ୍ୟରେ ଅନୁଗୁଳ ବ୍ଲକ ଅଞ୍ଚଳରୁ ୨ଜଣ , ଅନୁଗୁଳ ପୈାରାଞ୍ଚଳ ,ବଅଁରପାଳ ବ୍ଲକ ,ତାଲଚେର ବ୍ଲକ ,ଛେଣ୍ଡିପଦା ବ୍ଲକ ଓ କଣିହାଁ ସ୍ଥିତ ଏକ ଶିଳ୍ପାଞ୍ଚଳରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ବ୍ଲକ ଅଞ୍ଚଳର ୩୪ ଓ ୨୭ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ପୈାରାଞ୍ଚଳରୁ ଜଣେ ୪୯ ବର୍ଷିୟ ପୁରୁଷ କେରଳରୁ ଫେରି…

Read More

ମଦଦୋକାନ ରେ କରୋନା

ଅନୁଗୋଳ : ଅନୁଗୋଳ ସହରର ଏକ ମଦ ଦୋକାନକୁ ନେଇ ଗୋଷ୍ଠୀ ସଂକ୍ରମଣ ହେବା ଆଶଙ୍କା ଦେଖାଦେଇଛି। ଏହି ମଦ ଦୋକାନ ଏବେ ପ୍ରଶାସନ ପାଇଁ ମୁଣ୍ଡ ବିନ୍ଧାର କାରଣ ସାଜିଛି। ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ମଦ ଦୋକାନକୁ ସିଲ୍‌ କରାଯାଇଥିବା ଜଣାପଡ଼ିଛି। ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗର ଦୁଇ ଜଣ ବରିଷ୍ଠ ଅଧିକାରୀ ସଂକ୍ରମିତ ହୋଇଥିବା ଚିହ୍ନଟ‌ ହେବାପରେ କାର୍ଯ୍ୟାଳୟକୁ ସିଲ୍‌ କରା ଯାଇଛି। ଅନୁଗୋଳ ମୁଖ୍ୟ ଅବକାରୀ କାର୍ଯ୍ୟାଳୟକୁ ସାନିଟାଇଜ କରାଯାଇଛି। ଏଥିସହିତ କାର୍ଯ୍ୟାଳୟରେ…

Read More
corona positive

ରାଜ୍ୟରେ ନୂଆ ୬୪୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତ ଙ୍କ ସଂଖ୍ୟା ଦିନ କୁ ଦିନ ବଢୁଛି

ରାଜ୍ୟରେ ଆଜି  ୬୪୭  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ରୁ  ୮୪  ଓ ଭଦ୍ରକ ଜିଲାରେ ୧୨…

Read More

ତାଳଚେର ବ୍ଲକ ଅନ୍ତର୍ଗତ ବଡ଼ଯୋରଡ଼ା ଗ୍ରାମ ପଞ୍ଚାୟତ ୨୦ ଜୁଲାଇ ରୁ ୨୬ ଜୁଲାଇ ପର୍ଯ୍ୟନ୍ତ ସଟ୍ ଡାଉନ

ଅନୁଗୋଳ : ତାଳଚେର ବ୍ଲକ ଅନ୍ତର୍ଗତ ବଡଯୋରଡ଼ା ଗ୍ରାମପଞ୍ଚାୟତ ରେ ୫ ଜଣ ସଂକ୍ରମିତ ଚିହ୍ନଟ ହେବାପରେ,ପଞ୍ଚାୟତ ର ସମସ୍ତ ରାଜସ୍ଵ ଗ୍ରାମ ସହିତ ବଡଯୋରଡ଼ା,ସାନସିଂହଡା,କଳିଙ୍ଗ କଲୋନୀ ,ନନ୍ଦିରା କଲୋନୀ ,ଭରତପୁର କଲୋନୀ,ଜଗନ୍ନାଥ କଲୋନୀ ଓ ସେଣ୍ଟ୍ରାଲୱାର୍କ ଶପ କଲୋନୀ ଅଞ୍ଚଳ ଗୁଡିକୁ ୨୦ ଜୁଲାଇ ଦିବା ୨ ଘଟିକା ସମୟ ଠାରୁ ଆସନ୍ତା ୨୬ ଜୁଲାଇ ରାତି ୧୦ ଟା ପର୍ଯ୍ୟନ୍ତ ଗ୍ରାମପଞ୍ଚାୟତ ର ଜନସାଧାରଣ ଙ୍କ ସ୍ଵାସ୍ଥ୍ୟ ବ୍ୟବସ୍ତା କୁ ପ୍ରାଥମିକତା କୁ ଦେଇ…

Read More

ଅନୁଗୋଳରେ ଆଜି ୨୫ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ସଂକ୍ରମିତ ସଂଖ୍ୟା ୧୮୯ ରେ ପହଞ୍ଚିଲା

ଅନୁଗୋଳ : ରବିବାର ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଂକ ମଧ୍ୟରେ ତାଳଚେର ପୌରାଞ୍ଚଳରୁ ୧୨ ଜଣ , ତାଳଚେର ବ୍ଲକ୍ ଅଞ୍ଚଳରୁ ୮ ଜଣ , ଅନୁଗୋଳ ପୌରାଞ୍ଚଳରୁ ୩ ଜଣ , ବଅଁରପାଳ ବ୍ଳକର ଶିଳ୍ପ ସଂସ୍ଥା ଅଞ୍ଚଳରୁ ଜଣେ ଓ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ଜଣେ ଚିହ୍ନଟ ହୋଇଛନ୍ତି। ତାଳଚେର ପୌରାଞ୍ଚଳର ୧୨ ଜଣ ପଜିଟିଭଙ୍କ ମଧ୍ୟରୁ ଜଣେ ୨୨ ବର୍ଷୀୟ ଗଞ୍ଜାମ ଫେରନ୍ତା ପୁରୁଷ…

Read More

ଆଜି ରାଜ୍ୟରେ ନୂଆ ୭୩୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି  ୭୩୬  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୫ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ରାଜ୍ୟ ରେ ସୁସ୍ଥ ହେଲେ ୪୫୩ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୧,୩୩୦

ରାଜ୍ୟରେ ଆଜି  ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୧,୩୩୦ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୨୦ ଜଣ , ସୁନ୍ଦରଗଡ଼ ରୁ ୪୧ ଜଣ, ନବରଙ୍ଗପୁର ରୁ ୩୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ ଜଣ, ବଲାଙ୍ଗୀରି ରୁ…

Read More