କରୋନା ମହାମାରୀ ସମୟରେ ଭଗବାନ ବୁଦ୍ଧଙ୍କର ଅଧିକ ପ୍ରାସଙ୍ଗିକତା ରହିଛି: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (PM Sri Narendra Modi) କହିଛନ୍ତି ଯେ ଆଜି କରୋନା ମହାମାରୀ (Corona Pandemic) ର ସଂକଟପୂର୍ଣ୍ଣ ସମୟରେ ଭଗବାନ ବୁଦ୍ଧ (Lord Buddha) ଙ୍କର ବେଶ୍ ପ୍ରାସଙ୍ଗିକତା ରହିଛି। ଆମେ ବୁଦ୍ଧଙ୍କ ମାର୍ଗରେ ପରିଚାଳିତ ହୋଇ ସବୁଠୁ କଠିନ ଆହ୍ୱାନର ମଧ୍ୟ ସାମ୍ନା କରିପାରିବା ବୋଲି ଭାରତ ତାହା ଦେଖାଇ ଦେଇଛି। ବୁଦ୍ଧଙ୍କ ଶିକ୍ଷାକୁ ପାଥେୟ କରି ସମଗ୍ର ବିଶ୍ୱ ମିଳିମିଶି ଆଗକୁ ବଢୁଛି। ଆଷାଢ଼ ପୂର୍ଣ୍ଣିମା (Asadha…
