OPSC ASO ପରୀକ୍ଷା ରେଜଲ୍ଟକୁ ନେଇ ହାଇକୋର୍ଟ ଗଲେ ପରୀକ୍ଷାର୍ଥୀ
ଭୁବନେଶ୍ୱର: OPSC ASO ଓଡ଼ିଶା ପବ୍ଲିକ୍ ସର୍ଭିସ କମିଶନ ପରିଚାଳିତ ଏଏସ୍ଓ ପରୀକ୍ଷା (OPSC ASO) ର ରେଜଲ୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଅନିୟମିତତା ଏବଂ ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ଅନେକ ନିଯୁକ୍ତି ଆଶାୟୀ ପରୀକ୍ଷାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଚୟନ ପ୍ରକ୍ରିୟାରେ ତ୍ରୁଟି ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଛି। ଏହି ମାମଲାକୁ ନେଇ ଆସନ୍ତା ସୋମବାର ଦିନ ଶୁଣାଣି ହେବାର ସମ୍ଭାବନା ରହିଛି। ସେପଟେ, ଏହା ସମ୍ପୁର୍ଣ୍ଣ ଭିତ୍ତିହୀନ ଓ ମିଥ୍ୟା…
