PM Modi: ଆସନ୍ତା ୧୩ ତାରିଖରେ ଦୁଇଟି ଆୟୁର୍ବେଦିକ ପ୍ରତିଷ୍ଠାନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖ ଦିନ ଜାମନଗରଠାରେ ଆୟୁର୍ବେଦ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ITRA) ଏବଂ ଜୟପୁରଠାରେ ଜାତୀୟ ଆୟୁର୍ବେଦ ପ୍ରତିଷ୍ଠାନ (NIA) ର ଉଦଘାଟନ କରିବେ। ପଞ୍ଚମ ଆୟୁର୍ବେଦ ଦିବସ ଅବସରରେ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟିତ ହେବାକୁ ଥିବା ଏହି ଦୁଇଟି ପ୍ରତିଷ୍ଠାନ ଏକବିଂଶ ଶତାବ୍ଦୀରେ ଆୟୁର୍ବେଦ କ୍ଷେତ୍ରରେ ସମଗ୍ର ବିଶ୍ଵକୁ ନେତୃତ୍ଵ ଦେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଧନ୍ଵନ୍ତରୀ ଜୟନ୍ତୀକୁ ୨୦୧୬ରୁ ଆୟୁର୍ବେଦ ଦିବସ ଭାବେ…
