mtimes odia
Home » Ayushman Bharat Pradhan Mantri Jan Arogya Yojana
National-Institute-of-Ayurveda

PM Modi: ଆସନ୍ତା ୧୩ ତାରିଖରେ ଦୁଇଟି ଆୟୁର୍ବେଦିକ ପ୍ରତିଷ୍ଠାନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖ ଦିନ ଜାମନଗରଠାରେ ଆୟୁର୍ବେଦ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ITRA) ଏବଂ ଜୟପୁରଠାରେ ଜାତୀୟ ଆୟୁର୍ବେଦ ପ୍ରତିଷ୍ଠାନ (NIA) ର  ଉଦଘାଟନ କରିବେ। ପଞ୍ଚମ ଆୟୁର୍ବେଦ ଦିବସ ଅବସରରେ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟିତ ହେବାକୁ ଥିବା ଏହି ଦୁଇଟି ପ୍ରତିଷ୍ଠାନ ଏକବିଂଶ ଶତାବ୍ଦୀରେ ଆୟୁର୍ବେଦ କ୍ଷେତ୍ରରେ ସମଗ୍ର ବିଶ୍ଵକୁ ନେତୃତ୍ଵ ଦେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଧନ୍ଵନ୍ତରୀ ଜୟନ୍ତୀକୁ ୨୦୧୬ରୁ ଆୟୁର୍ବେଦ ଦିବସ ଭାବେ…

Read More
Dpradhan

ଓଡ଼ିଶାରେ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଏବଂ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ଓଡିଶାରେ ଦୁଇଟି ପ୍ରମୁଖ ଜନକଲ୍ୟାଣକାରୀ ଯୋଜନା ଯଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ (NDHM) ଏବଂ ଆୟୁଷ୍ମାନ ଭାରତ -ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (Ayushman Bharat Pradhan Mantri Jan Arogya Yojana) ଲାଗୁ କରିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଯୋଜନା ଗୁଡିକ ଓଡିଶାବାସୀଙ୍କ ଜୀବନରେ ଉନ୍ନତି ଆଣିବାରେ ଅପାର ସମ୍ଭାବନାର ସୁଯୋଗ ରଖିଛି ବୋଲି…

Read More