Home » Balangiri
naveen patnaik

Nuapada:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡାରେ ବିଭିନ୍ନ ପ୍ରକଳ୍ପର କଲେ ଉଦ୍‍ଘାଟନ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik) ଆଜି ଦିନିକିଆ ନୂଆପଡା (Nuapada) ଗସ୍ତରେ ଯାଇ ୪ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଖଡ଼ିଆଳ ତିଖାଲିଠାରେ ନିମ୍ନ ଇନ୍ଦ୍ର ଜଳସେଚନ ପ୍ରକଳ୍ପ (Tikhali Dam Lower Indra Irrigation Project) କୁ ସେ ଉଦ୍‍ଘାଟନ କରିଛନ୍ତି। ୧୭ଶହ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନୂଆପଡା ଜିଲ୍ଲା ଖଡିଆଳ ବ୍ଲକର ୧୩ହଜାର ୪ଶହ…

Read More
Balangiri

ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ ମାମଲା,ବଲାଙ୍ଗୀର ଉପ-ଜିଲ୍ଲାପାଳ ନିଲମ୍ବିତ

ବଲାଙ୍ଗୀର: ବଲାଙ୍ଗୀର ଉପ ଜିଲ୍ଲାପାଳ (Sub-Collector ) ସଂଜୟ କୁମାର ମିଶ୍ର ଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଛନ୍ତି ଜଣେ ବିଧବା ମହିଳା କର୍ମଚାରୀ। ସମ୍ପୃକ୍ତ ମହିଳା କର୍ମଚାରୀ ଜଣକ କିଛିଦିନ ତଳେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣୀ ଭାବେ ଚାକିରୀରେ ଯୋଗ ଦେଇଥିଲେ। ମହିଳା କର୍ମଚାରୀ ଜଣକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ଗତ ୨୬ ତାରିଖ ଦିନ ଲିଖିତ ଅଭିଯୋଗ କରିଥିଲେ। ଜିଲ୍ଲାପାଳ ଅରିନ୍ଦମ ଡାକୁଆ ପ୍ରାଥମିକ…

Read More
Sasi Barik odisha

ଓଡ଼ିଶାର ୮୦ ବର୍ଷୀୟ ମହିଳାଙ୍କ ସଫଳ କାହାଣୀ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା, ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ସଫଳ

ଭୁବନେଶ୍ଵର:କୋଭିଡ୍‌(Covid-19 )ମହାମାରୀ ଯୋଗୁଁ ନିଜ ନିଜର ଭିଟାମାଟିକୁ ଫେରିଆସିଥିବା ଶ୍ରମିକ ଏବଂ ସ୍ଥାନୀୟ ଅଭାବୀ ଲୋକଙ୍କୁ କାମଧନ୍ଦା ଯୋଗାଇ ଦେବା ପାଇଁ ଗରିବ କଲ୍ୟାଣ ରୋଜଗାର ଅଭିଯାନ(Garib Kalyan RojgarAbhiyaan -GKRA) ଓଡିଶା ସମେତ ୬ଟି ରାଜ୍ୟରେ କାର୍ଯ୍ୟକାରୀ ହେଉଛି । ଅନ୍ୟ ରାଜ୍ୟଗୁଡିକ ହେଲେ ବିହାର, ଝାଡଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶ। ଏହି ୬ଟି ରାଜ୍ୟର ୧୧୬ଟି ଜିଲାରେ ଏହା କାର୍ଯ୍ୟକାରୀ ହେଉଛି। ଲୋକଙ୍କୁ ଜୀବିକା ଉପାର୍ଜନର ସୁଯୋଗ ଯୋଗାଇ ଦେଉଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ…

Read More