ଆଜି ଚିହ୍ନଟ ହେଲେ ୧୨୦୩ କରୋନା ପଜିଟିଭ,ବଢୁଛି ଖୋର୍ଦ୍ଧାରେ କରୋନା ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୭୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୪୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୫୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୨୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ…
