BJP: ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ୪ ଓଡିଆଙ୍କୁ ସ୍ଥାନ
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି(BJP) ର କାର୍ଯ୍ୟକର୍ତ୍ତାଙ୍କ ନାମ ଶନିବାର ଘୋଷଣା କରାଯାଇଛି। ବିଜେପି ସଭାପତି ଜଗତ ପ୍ରକାଶ ନଡ୍ଡା (JP Nadda) କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରିଛନ୍ତି। ନଡ୍ଡାଙ୍କ ଟିମ୍ରେ ୧୨ ଉପସଭାପତି, ୮ ସାଧାରଣ ସଂପାଦକ, ୧୩ ରାଷ୍ଟ୍ରୀୟ ସଂପାଦକ ରହିଛନ୍ତି। ଏଥିରେ ୪ ଜଣ ଓଡ଼ିଆଙ୍କୁ ଗୁରୁତ୍ଵପୂର୍ଣ୍ଣ ଦାୟିତ୍ଵ ମିଳିଛି। ୪ ଜଣ ଓଡ଼ିଆଙ୍କ ମଧ୍ୟରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି ବୈଜୟନ୍ତ ପଣ୍ଡା ( Baijayant Panda ), ରାଷ୍ଟ୍ରୀୟ ପ୍ରବକ୍ତା ହେଲେ ସମ୍ବିତ…
