ତାମିଲନାଡୁର ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ କରୋନା ପଜିଟିଭ ଚିହ୍ନଟ

ଚେନ୍ନାଇ : ତାମିଲନାଡୁର ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଘରେ ଅଲଗା ରହିବାକୁ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିବେ। ଚେନ୍ନାଇର କାଭେରୀ ହସ୍ପିଟାଲ ରବିବାର ଏହି ସୂଚନା ଦେଇଛି। ରବିବାର ସକାଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ସମୟ ମଧ୍ୟରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା ଏବଂ ପରେ କରୋନା ପଜିଟିଭ ନିଶ୍ଚିତ କରାଯାଇଥିଲା। ସୂଚନାଯୋଗ୍ୟ ,ଜୁଲାଇ ୨୯…

Read More

ରାଜ୍ୟ ରେ ଆଜି ସୁସ୍ଥ ହେଲେ ୭୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୭୫୬ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୧ ହଜାର ୨୭୩ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ରୁ ୧୬୨ ଜଣ ଗଞ୍ଜାମ ଜିଲ୍ଲାରୁ ୧୩୯ ଜଣ,ସୁନ୍ଦରଗଡ ରୁ ୫୮ ଜଣ ,ଗଜପତି ରୁ ୪୯ ଜଣ…

Read More

ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ

ନୂଆଦିଲ୍ଲୀ :ଆଜି ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ ହୋଇଛି। ଶନିବାର ଅପରାହ୍ନରେ ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂ ୬୪ ବର୍ଷ ବୟସରେ ଦେହାନ୍ତ କରିଛନ୍ତି। ଅମର ସିଂ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ ଏବଂ ପ୍ରାୟ ୬ ମାସଧରି  ସିଙ୍ଗାପୁରରେ ଚିକିତ୍ସିତ ହେଉଥିଲେ। ଆଜି ସେ ସ୍ୱାଧୀନତା ସଂଗ୍ରାମୀ ବାଲ ଗଙ୍ଗାଧର ତିଲକଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ…

Read More