Home » Breaking » Page 2

ଆଉ ୪ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହେଲା ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ବ୍ୟବସ୍ଥା

ଜାତୀୟ ରାସନ କାର୍ଡ ପୋର୍ଟେବିଲିଟି ବ୍ୟବସ୍ଥାରେ ପାଇବେ ଖାଦ୍ୟଶସ୍ୟ ଉଠାଇବା ସୁବିଧା ନୂଆଦିଲ୍ଲୀ : କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ବ୍ୟାପାର ମନ୍ତ୍ରୀ ଶ୍ରୀ ରାମବିଳାସ ପାଶୱାନ ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି। ଏହି କାର୍ଡ ବ୍ୟବସ୍ଥାକୁ ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଧାର୍ଯ୍ୟ ସମୟ ସୀମା ମଧ୍ୟରେ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଚାଲିଥିବା ଉଦ୍ୟମ ବିଷୟରେ ମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି। ଏହି ସମୀକ୍ଷା ଅନୁସାରେ…

Read More

ରାଜ୍ୟ ରେ ଆଜି ସୁସ୍ଥ ହେଲେ ୭୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୭୫୬ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୧ ହଜାର ୨୭୩ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ରୁ ୧୬୨ ଜଣ ଗଞ୍ଜାମ ଜିଲ୍ଲାରୁ ୧୩୯ ଜଣ,ସୁନ୍ଦରଗଡ ରୁ ୫୮ ଜଣ ,ଗଜପତି ରୁ ୪୯ ଜଣ…

Read More

ଅଗଷ୍ଟ ପାଇଁ ଅନଲକ୍ ୩.୦ ନିର୍ଦ୍ଧେଶାବଳୀ : ଓଡ଼ିଶା

ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲ୍ଲା ଓ ରାଉରକେଲା ଶନିବାର ଓ ରବିବାର ସଟ୍‌ଡାଉନ୍‌ ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଅଗଷ୍ଟ ୧ ରୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ କରୋନା କଟକଣା ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଜୀବନ ସହିତ ଜୀବିକାକୁ ସମାନ ଗୁରୁତ୍ଵ ଦେଇ ରାଜ୍ୟ ସରକାର ଅଗଷ୍ଟ ମାସ ପାଇଁ କିଛି କ୍ଷେତ୍ରରେ କଟକଣା କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ସମସ୍ତେ…

Read More

ସବୁ ଜିଲ୍ଲାରେ କରୋନା,ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୧୩୭୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଆଜି ୧୩୭୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୯୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୫୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୩୦ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୪୮୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଆଜିଠାରୁ ୪ ଜିଲ୍ଲା ଓ ରାଉରକେଲା ୧୪ ଦିନ ପାଇଁ ଲକଡାଉନ୍, ଅତ୍ୟାବଶ୍ୟକୀୟ ସେବା ଲକଡାଉନ ରୁ ବାଦ

ଭୁବନେଶ୍ୱର: କରୋନା ସଂକ୍ରମଣ କୁ ରୋକିବା ପାଇଁ ରାଜ୍ୟ ସରକାର ବହୁଳ ସଂକ୍ରମଣ ଥିବା ୪ଟି ଜିଲ୍ଲା ଓ ଗୋଟିଏ ମହାନଗର ନିଗମକୁ ୧୪ଦିନ ଲାଗି ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସାମ୍ବାଦିକ ସମ୍ମିଳନୀ ରେ  ରାଜ୍ୟବାସୀଙ୍କୁ ଏହି ନିଷ୍ପତ୍ତି ସଂପର୍କରେ ଅବଗତ କରିଛନ୍ତି। ମୁଖ୍ୟଶାସନ ସଚିବଙ୍କ ଘୋଷଣା ଅନୁସାରେ  ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାକୁ ଆସନ୍ତା ୧୪ ଦିନ ଯାଏଁ  ଲକଡାଉନ୍ ‌ରଖାଯିବ। ସେହିପରି  ସୁନ୍ଦରଗଡ଼ ଜିଲ୍ଲାର ସଂକ୍ରମିତ ରାଉରକେଲା…

Read More