TV ASCI Guidelines: ଘରୋଇ ଟିଭି ଚ୍ୟାନେଲଗୁଡ଼ିକ ପାଇଁ ସରକାରଙ୍କ ମାର୍ଗଦର୍ଶିକା
● ଅନଲାଇନ ଗେମିଂ ଓ ଫାଣ୍ଟାସି ସ୍ପୋର୍ଟସ କ୍ଷେତ୍ରରେ ଏଏସସିଆଇର ଦିଶାନିର୍ଦ୍ଦେଶ ପାଳନ କରାଯାଉ ● ଏପରି ସମସ୍ତ ବିଜ୍ଞାପନରେ ବାଧ୍ୟତାମୂଳକ ଭାବେ ସତର୍କ ସୂଚନା ଦେଖାଇବାକୁ ନିର୍ଦ୍ଦେଶ ନୂଆଦିଲ୍ଲୀ: ଘରୋଇ ଟିଭି ଚ୍ୟାନେଲରେ (Television Channel)ପ୍ରଦର୍ଶିତ ହେଉଥିବା ଅନଲାଇନ ଗେମିଂ (Online Gaming), ଫାଣ୍ଟାସି ସ୍ପୋର୍ଟସ (Fantasy Sports) ଆଦି ସହିତ ଜଡ଼ିତ ସମସ୍ତ ବିଜ୍ଞାପନରେ ଭାରତୀୟ ବିଜ୍ଞାପନ ମାନକ ପରିଷଦ (ASCI) ପକ୍ଷରୁ ଜାରି କରାଯାଇଥିବା ଦିଶାନିର୍ଦ୍ଦେଶ ପାଳନ କରିବା ଲାଗି ସୂଚନା ଓ…
